ORV
1. ଏଥି ଉତ୍ତାରେ ହାଗୟ ଭବିଷ୍ୟଦ୍ବକ୍ତା ଓ ଇଦ୍ଦୋର ପୁତ୍ର ଜିଖରୀୟ, ଏହି ଭବିଷ୍ୟଦ୍-ବକ୍ତାମାନେ ଯିହୁଦା ଓ ଯିରୂଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ; ସେମାନେ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ।
IRVOR
1. ଏଥିଉତ୍ତାରେ ହାଗୟ ଭବିଷ୍ୟଦ୍ବକ୍ତା ଓ ଇଦ୍ଦୋର ପୁତ୍ର ଯିଖରୀୟ, ଏହି ଭବିଷ୍ୟଦ୍ବକ୍ତାମାନେ ଯିହୁଦା ଓ ଯିରୂଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ; ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN