ORV
21. ଅନନ୍ତର ସେମାନେ ପରସ୍ପର କୁହାକୁହି ହେଲେ, ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି ।
IRVOR
21. ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN