ORV
19. ତୁମ୍ଭେ କି ଯିହୁଦାକୁ ନିତା; ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କିହେତୁ ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ଵାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ⇧!
IRVOR
19. ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି ? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ !
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN