ORV
8. ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଶାପ ଓ ନିନ୍ଦାର ପାତ୍ର ହେବ ।
IRVOR
8. ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN