ORV
4. ପୁଣି ହାଟ ବଜାରରୁ ଆସି ନିଜ ନିଜ ଉପରେ ପାଣି ନ ଛିଞ୍ଚିଲେ ଖାଆନ୍ତି ନାହିଁ; ଆଉ ଗିନା, ଢାଳ ଓ ପିତଳର ପାତ୍ରଗୁଡ଼ିକ ପାଣିରେ ବୁଡ଼ାଇ ଧୋଇବା ଇତ୍ୟାଦି ଅନ୍ୟାନ୍ୟ ଅନେକ ରୀତିନୀତି ପାଳନ କରିବା ନିମନ୍ତେ ସେମାନେ ଆଦେଶ ପ୍ରାପ୍ତ ହୋଇଅଛନ୍ତି ।
IRVOR
4. ପୁଣି, ହାଟବଜାରରୁ ଆସି ନିଜେ ଧୋଇ ନ ହେବା ପର୍ଯ୍ୟନ୍ତ ଖାଆନ୍ତି ନାହିଁ; ଆଉ, ଗିନା, ଢାଳ ଓ ପିତଳ ପାତ୍ରଗୁଡ଼ିକ ପାଣିରେ ବୁଡ଼ାଇ ଧୋଇବା ଇତ୍ୟାଦି ଅନ୍ୟାନ୍ୟ ଅନେକ ରୀତିନୀତି ପାଳନ କରିବା ନିମନ୍ତେ ସେମାନେ ଆଦେଶ ପ୍ରାପ୍ତ ହୋଇଅଛନ୍ତି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN