ORV
11. ଆଉ ଗୃହ ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖିଲେ ଓ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି ଆପଣା ଆପଣା ପେଡ଼ି ଫିଟାଇ ସୁନା, କୁନ୍ଦୁରୁ ଓ ଗନ୍ଧରସ ତାହାଙ୍କୁ ଦର୍ଶନୀ ଦେଲେ ।
IRVOR
11. ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରିୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN