ORV
10. ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭ୍ରାତୃଗଣ, ସେମାନଙ୍କର ସହଦାସ; ଈଶ୍ଵରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ଭାବବାଣୀର ସାର ।
IRVOR
10. ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇଗଣ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN