ORV
7. ପ୍ରଥମ ଦୂତ ତୂରୀଧ୍ଵନୀ କରନ୍ତେ ରକ୍ତମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତୃତୀୟାଂଶ ପୁଣି ସମସ୍ତ ହରିଦ୍ବର୍ଣ୍ଣ ତୃଣ ଦଗ୍ଧ ହେଲା ।
IRVOR
7. ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN