ORV
17. କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ପୁଣି ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ । ଆଉ, ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ ।
IRVOR
17. କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ । ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN