ORV
23. କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜ୍ୟ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, ‘ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ ।ʼ ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି ।
IRVOR
23. କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, 'ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ ।' ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN