ORV
13. ଆଉ ସେ ଆପଣା ବନ୍ଦୀତ୍ଵାବସ୍ଥାର ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ରହିବ ଓ ଆପଣା ପିତା ଓ ଆପଣା ମାତା ନିମନ୍ତେ ପୂର୍ଣ୍ଣ ଏକ ମାସ ବିଳାପ କରିବ । ତହିଁ ଉତ୍ତାରେ ତୁମ୍ଭେ ତାହାର ସହବାସ କରିବ ଓ ତାହାର ସ୍ଵାମୀ ହେବ, ଆଉ ସେ ତୁମ୍ଭର ଭାର୍ଯ୍ୟା ହେବ ।
IRVOR
13. ଆଉ ସେ ଆପଣା ବନ୍ଦୀତ୍ୱାବସ୍ଥାର ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ରହିବ, ଆପଣା ପିତା ଓ ଆପଣା ମାତା ନିମନ୍ତେ ପୂର୍ଣ୍ଣ ଏକ ମାସ ବିଳାପ କରିବ। ତହିଁ ଉତ୍ତାରେ ତୁମ୍ଭେ ତାହାର ସହବାସ କରିବ ଓ ତାହାର ସ୍ୱାମୀ ହେବ, ଆଉ ସେ ତୁମ୍ଭର ଭାର୍ଯ୍ୟା ହେବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN