ORV
5. ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦେବର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ ।
IRVOR
5. ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦିଅର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN