ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବିବରଣ
ORV
3. ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ଵର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦୁଗ୍ଧମଧୁପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ ।

IRVOR
3. ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 26 Verses, Current Verse 3 of Total Verses 26
  • ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ଵର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦୁଗ୍ଧମଧୁପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ ।
  • IRVOR

    ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ।
Total 26 Verses, Current Verse 3 of Total Verses 26
×

Alert

×

oriya Letters Keypad References