ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ
ORV
18. ପୁଣି ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ଵିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ ।

IRVOR
18. ପୁଣି, ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ୱିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି, ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 31 Verses, Current Verse 18 of Total Verses 31
  • ପୁଣି ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ଵିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ ।
  • IRVOR

    ପୁଣି, ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ୱିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି, ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ।
Total 31 Verses, Current Verse 18 of Total Verses 31
×

Alert

×

oriya Letters Keypad References