ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
15. ମାତ୍ର ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେ ଯେ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା ।

IRVOR
15. ମାତ୍ର “ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ” ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 21 Verses, Current Verse 15 of Total Verses 21
1 2 3 4 5 6
7 8 9 10 11 12 13 14 15 16 17 18 19 20 21
  • ମାତ୍ର ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେ ଯେ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା ।
  • IRVOR

    ମାତ୍ର “ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ” ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା।
Total 21 Verses, Current Verse 15 of Total Verses 21
1 2 3 4 5 6
7 8 9 10 11 12 13 14 15 16 17 18 19 20 21
×

Alert

×

oriya Letters Keypad References