ORV
32. ସେମାନଙ୍କର ଉଷ୍ଟ୍ରଗଣ ଲୁଟବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି ।
IRVOR
32. ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା,” ଏହା ସଦାପ୍ରଭୁ କହନ୍ତି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN