ORV
2. ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ଵଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା, ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତାସକଳ ବିସ୍ମିତ ହେଲେ ।
IRVOR
2. “ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ‘ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।’
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN