ORV
29. ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରେ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।
IRVOR
29. “ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN