ORV
33. କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ଵରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ ।
IRVOR
33. କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN