ORV
9. କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ହୋଇ ନ ଥିଲେ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ ।
IRVOR
9. କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN