ORV
36. ଆଉ, ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର୍ ବଂଶଜ ଫିନୂୟେଲଙ୍କ କନ୍ୟା । ତାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ଵାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ ।
IRVOR
36. ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା । ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN