ORV
14. କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵରଙ୍କର ଉପାସନା କରିଥାଏ; ଯାହା ଯାହା ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀ ଶାସ୍ତ୍ରରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ଵାସ କରେ;
IRVOR
14. କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀଶାସ୍ତ୍ରରେ ଲିଖିତ ଅଛି, ସେହି ସବୁ ମୁଁ ବିଶ୍ୱାସ କରେ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN