ORV
12. ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେ ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯିଏ ଦୁଃସାହସରେ କର୍ମ କରେ, ସେ ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ ।
IRVOR
12. ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN