ORV
29. ଯେହେତୁ ମୋʼମରଣ ଉତ୍ତାରେ ତୁମ୍ଭେମାନେ ନିତା; ଭ୍ରଷ୍ଟ ହୋଇ ମୋହର ଆଜ୍ଞା-ପଥରୁ ବିମୁଖ ହେବ, ଏହା ମୁଁ ଜାଣେ; ତୁମ୍ଭେମାନେ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ଵାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ, ତହିଁ ସକାଶୁ ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ।
IRVOR
29. ଯେହେତୁ ମୋ’ ମରଣ ଉତ୍ତାରେ ତୁମ୍ଭେମାନେ ନିତାନ୍ତ ଭ୍ରଷ୍ଟ ହୋଇ ମୋହର ଆଜ୍ଞାପଥରୁ ବିମୁଖ ହେବ, ଏହା ମୁଁ ଜାଣେ ତୁମ୍ଭେମାନେ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ, ତହିଁ ସକାଶୁ ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN