ORV
12. ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶ-ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚୈଃସ୍ଵରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ଵନି କଲେ;
IRVOR
12. ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶର ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚୈଃସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ୱନି କଲେ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN