ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଏଜ୍ରା
ORV
8. ପରମେଶ୍ଵରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ଵାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ ।

IRVOR
8. ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 13 Verses, Current Verse 8 of Total Verses 13
1 2 3 4 5 6 7 8 9 10 11 12 13
  • ପରମେଶ୍ଵରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ଵାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ ।
  • IRVOR

    ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।
Total 13 Verses, Current Verse 8 of Total Verses 13
1 2 3 4 5 6 7 8 9 10 11 12 13
×

Alert

×

oriya Letters Keypad References