ORV
20. ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ପରମେଶ୍ଵର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ । ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ ।
IRVOR
20. ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN