ORV
19. ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗାମୀତ୍ଵ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ ।
IRVOR
19. ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN