ORV
12. ହେ ଦାଉଦ-ବଂଶ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ତ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ନିର୍ବାଣ କରି ପାରିବ ନାହିଁ ।
IRVOR
12. ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN