ORV
21. କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;
IRVOR
21. କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN