ORV
12. ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ଼୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ । କ୍ଷୁଦ୍ର ଓ ମହାନ ଖଡ଼୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ, ଶାପ ଓ ନିନ୍ଦାର ପାତ୍ର ହେବେ ।
IRVOR
12. ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ ଓ ନିନ୍ଦାର ପାତ୍ର ହେବେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN