ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
25. ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେମାନେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ଵାରା ତାହା ସମ୍ପନ୍ନ କରିଅଛ । ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର ।

IRVOR
25. ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ,’ ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।”



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 30 Verses, Current Verse 25 of Total Verses 30
  • ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେମାନେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ଵାରା ତାହା ସମ୍ପନ୍ନ କରିଅଛ । ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର ।
  • IRVOR

    ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ,’ ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।”
Total 30 Verses, Current Verse 25 of Total Verses 30
×

Alert

×

oriya Letters Keypad References