ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
7. ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ଵାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣା-ମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;

IRVOR
7. ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 30 Verses, Current Verse 7 of Total Verses 30
  • ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ଵାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣା-ମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;
  • IRVOR

    ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;
Total 30 Verses, Current Verse 7 of Total Verses 30
×

Alert

×

oriya Letters Keypad References