ORV
1. ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଉନ୍ତୁ ।
IRVOR
1. (ମାଥିଉ 6:9-13; ମାଥିଉ 7:7-11) ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN