ORV
36. ଏଣୁ ଯଦି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହୁଏ ଓ ସେଥିର କୌଣସି ଅଂଶ ଅନ୍ଧକାରମୟ ନ ଥାଏ, ତାହାହେଲେ ପ୍ରଦୀପ ଯେପରି ଉଜ୍ଜ୍ଵଳ ତେଜରେ ତୁମ୍ଭକୁ ଆଲୋକ ଦିଏ, ସେପରି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ ।
IRVOR
36. ଏଣୁ ଯଦି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହୁଏ ଓ ସେଥିର କୌଣସି ଅଂଶ ଅନ୍ଧକାରମୟ ନ ଥାଏ, ତାହାହେଲେ ପ୍ରଦୀପ ଯେପରି ତୁମ୍ଭକୁ ଉଜ୍ଜ୍ୱଳ ଆଲୋକରେ ଆଲୋକିତ କରେ, ସେହିପରି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN