ORV
14. ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ ଏହି ଲୋକ ଧାର୍ମିକ ଗଣିତ ହୋଇ ଆପଣା ଗୃହକୁ ଚାଲିଗଲା; କାରଣ ଯେକେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।
IRVOR
14. ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN