ORV
34. ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ । ଆଉ, ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ ।
IRVOR
34. ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କ'ଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ । ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN