ORV
42. ପ୍ରଭାତ ହୁଅନ୍ତେ, ସେ ବାହାରି ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କର ଅନ୍ଵେଷଣ କରି କରି ତାହାଙ୍କ ନିକଟକୁ ଆସିଲେ, ପୁଣି ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ ।
IRVOR
42. ସକାଳ ହେବାରୁ, ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ, ପୁଣି, ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN