ORV
13. ଆଉ, ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମିରି ଗଛ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ । କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମିରି ଫଳର ସମୟ ନ ଥିଲା ।
IRVOR
13. ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରି ଗଛ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ । କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN