ORV
13. ଯୀଶୁ ତାହା ଶୁଣି ସେଠାରୁ ଅନ୍ତର ହୋଇ ନୌକାରେ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ପ୍ରସ୍ଥାନ କଲେ । ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ପାଦ-ଗତିରେ ତାହାଙ୍କର ପଶ୍ଚାଦ୍ଗମନ କଲେ;
IRVOR
13. (ମାର୍କ 6:30-44; ଲୂକ 9:10-17; ଯୋହନ 6:1-14) ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ । ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍ଗମନ କଲେ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN