ORV
21. ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ବହୁତ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ ।
IRVOR
21. (ମାର୍କ 8:31-33; ଲୂକ 9:22) ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN