ORV
25. ବୃଷ୍ଟି ହେଲା, ବଢ଼ି ଆସିଲା, ପୁଣି ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା ।
IRVOR
25. ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN