ORV
19. ଆସିଆର ମଣ୍ତଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଆକ୍ଵିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ତଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି ।
IRVOR
19. ଆସିଆର ମଣ୍ଡଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଆକ୍ୱିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ଡଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN