ORV
20. ସେମାନେ ତାହା ଶୁଣି ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ, ପୁଣି ତାଙ୍କୁ କହିଲେ, ହେ ଭାଇ, ଯିହୁଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ଵାସୀ ଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେସମସ୍ତେ ବ୍ୟବସ୍ଥା ପକ୍ଷରେ ଉଦ୍ଯୋଗୀ ।
IRVOR
20. ସେମାନେ ତାହା ଶୁଣି ଈଶ୍ୱରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୂଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍ଯୋଗୀ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN