ORV
24. ସେମାନଙ୍କୁ ଘେନି ସେମାନଙ୍କ ସହିତ ଆପଣାକୁ ଶୁଚି କର, ଆଉ ସେମାନଙ୍କ ମସ୍ତକମୁଣ୍ତନର ବ୍ୟୟ ଭାର ବହନ କର, ତାହାହେଲେ ତୁମ୍ଭ ବିଷୟରେ ସେମାନେ ଯେଉଁସବୁ ସମ୍ଵାଦ ପାଇଅଛନ୍ତି, ସେଥିରେ ଯେ କିଛି ସତ୍ୟ ନାହିଁ, ବରଂ ତୁମ୍ଭେ ଯେ ନିଜେ ସୁଦ୍ଧା ବ୍ୟବସ୍ଥା ପାଳନ କରି ଆଚରଣ କରୁଅଛ, ଏହା ସମସ୍ତେ ଜାଣିବେ ।
IRVOR
24. ସେମାନଙ୍କୁ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର, ଆଉ ସେମାନଙ୍କ ମସ୍ତକ ମୁଣ୍ଡନର ବ୍ୟୟ ଭାର ବହନ କର,ତାହାହେଲେ ସେମାନେ ତୁମ୍ଭ ବିଷୟରେ ଯେଉଁ ସବୁ ସମ୍ବାଦ ପାଇଅଛନ୍ତି, ସେଥିରେ ଯେ କିଛି ସତ୍ୟ ନାହିଁ, ବରଂ ତୁମ୍ଭେ ଯେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରି ଆଚରଣ କରୁଅଛ, ଏହା ସମସ୍ତେ ଜାଣିବେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN