ORV
15. ଅତଏବ, ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ରସେନାପତିଙ୍କୁ ନିବେଦନ କରନ୍ତୁ । ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ ।
IRVOR
15. ଅତଏବ ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାହାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ର ସେନାପତିଙ୍କୁ ନିବେଦନ କରନ୍ତୁ । ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାହାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN