ORV
42. ମୋର ପୈତୃକ ପରମେଶ୍ଵର, ଅବ୍ରହାମର ପରମେଶ୍ଵର ଓ ଇସ୍ହାକର ଭୟସ୍ଥାନ ଯେବେ ମୋହର ସହାୟ ହୋଇ ନ ଥାʼନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥାʼନ୍ତ । ପରମେଶ୍ଵର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ ।
IRVOR
42. ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥା’ନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥାଆନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN