ORV
13. ତହୁଁ ପରମେଶ୍ଵର ନୋହଙ୍କୁ କହିଲେ, ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ଵାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା ।
IRVOR
13. ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN