ORV
11. କାରଣ ସଦାପ୍ରଭୁ କହନ୍ତି, ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା-ବଂଶକୁ ଆମ୍ଭର ଲୋକ ଓ କୀର୍ତ୍ତି ଓ ପ୍ରଶଂସା ଓ ଗୌରବ ସ୍ଵରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ ।
IRVOR
11. କାରଣ ସଦାପ୍ରଭୁ କହନ୍ତି, “ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN