ORV
1. ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରର ଅଧିକାରର ପ୍ରଥମ ବର୍ଷ ଥିଲା;
IRVOR
1. ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ପ୍ରଥମ ବର୍ଷ ଥିଲା;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN